Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ ଅରିନ୍ଦମଙ୍କ ପରିବାରକୁ ସରକାରଙ୍କ ତରଫରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ

by ସଞ୍ଜୟ ସ୍ୱାଇଁ
September 26, 2021
in State
ମୃତ ଅରିନ୍ଦମଙ୍କ ପରିବାରକୁ ସରକାରଙ୍କ ତରଫରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ
123
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ମୃତ ଅରିନ୍ଦମଙ୍କ ପରିବାରକୁ ସରକାରଙ୍କ ତରଫରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ । ଏକ ଦୁଃଖଦ ଘଟଣାକ୍ରମରେ ଓ ଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସଙ୍କର ଅକାଳ ବିୟୋଗ ପରେ ରାଜ୍ୟ ସରକାର ତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ଅର୍ଥ ରାଶି ଚେକ ମାଧ୍ୟମରେ ଅସିବା ପରେ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ନିର୍ଦ୍ଦେଶ କ୍ରମେ ରବିବାର କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ ତାଙ୍କ ପୈତୃକ ଗାଁରେ ପହଞ୍ଚି ଚେକ୍ ମାଧ୍ୟମରେ ଏହି ଟଙ୍କା ଅରିନ୍ଦମଙ୍କ ପତ୍ନୀ ସମୀକ୍ଷା ବେହେରାଙ୍କୁ ପ୍ରଦାନ କରିଥିଲେ । ଏହାସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜ୍ଞାପନ କରିଥିଲେ । ଚେକ୍ ପ୍ରଦାନ ସମୟରେ ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦେଶକ ସଞ୍ଜୀବ କୁମାର ବାରିକ, ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ, ରାଜ୍ୟ ସରକାରଙ୍କ ତରଫରୁ ପ୍ରେରିତ ହୋଇ ଆସିଥିବା ରାଜ୍ୟ ପୋଲିସ ମୁଖ୍ୟ କାର୍ୟ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଜୟନ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!