Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ରୋଟାରୀ କ୍ଳବ୍ ଦ୍ୱାରା ଅନ୍ନପୂର୍ଣ୍ଣା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
July 12, 2021
in Nayagarh, Planning and Development, State
ନୟାଗଡ଼ ରୋଟାରୀ କ୍ଳବ୍ ଦ୍ୱାରା ଅନ୍ନପୂର୍ଣ୍ଣା ଦିବସ ପାଳିତ
215
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ପ୍ରତିବର୍ଷ ଗରିବ ଅସହାୟ ଅଭାବ ଗ୍ରସ୍ତ ଲୋକ ମାନଙ୍କୁ ଅନ୍ନଦାନ କରି ରୋଟାରୀ କ୍ଳବ୍ ଅନ୍ନପୂର୍ଣ୍ଣା ଦିବସ ପାଳନ କରିଥାଏ। ଏହି ପରିପ୍ରେକ୍ଷୀରେ ଆଜିର ପବିତ୍ର ରଥଯାତ୍ରା ଅବସର ରେ ନୟାଗଡ଼ ରୋଟାରୀ କ୍ଳବ୍ ସଭାପତି ଧୀରେନ୍ଦ୍ର କୁମାର ପଟ୍ଟନାୟକଙ୍କ ନେତୃତ୍ବରେ ସ୍ଥାନୀୟ ଲେଖନପୁର ଠାରେ ଗଢ଼ି ଉଠିଥିବା ସମର୍ପଣ ବୃଦ୍ଧାଶ୍ରମର ଅନ୍ତେବାସୀ ମାନଙ୍କୁ କ୍ଳବ୍ ତରଫରୁ ଅନ୍ନଦାନ କରି ଅନ୍ନପୂର୍ଣ୍ଣା ଦିବସ ପାଳନ କରାଯାଇଛି। ଏହି କାର୍ୟ୍ୟକ୍ରମରେ ରୋଟାରୀ କ୍ଳବ୍ ର ସଂପାଦକ ମିହିର ରଂଜନ ନାୟକ, କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ,ରୋଟାରିଆନ୍ ପ୍ରସନ୍ନ କୁମାର ବସନ୍ତିଆ ଓ ସମର୍ପଣ ପରିଚାଳନା କମିଟିର ସଂପାଦକ ଅରୁଣ କୁମାର ମହାନ୍ତି ଉପସ୍ଥିତ ଥିଲେ। କ୍ଳବ୍ ର ଏତାଦୃଶ କାର୍ୟ୍ୟକ୍ରମରେ ଅନ୍ତେବାସୀ ମାନେ ଖୁସି ବ୍ୟକ୍ତି କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!