Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ଧମକ ଦେଇ ଗିରଫ୍ ହେଲେ ଇନିଂନିୟର ଯୁବକ

by ସଞ୍ଜୟ ସ୍ୱାଇଁ
November 10, 2021
in Sports, State
ନାବାଳିକାକୁ ଉକ୍ତ ଗ୍ରାମର ନାବାଳକ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ, ଅଭିଯୁକ୍ତ ନାବାଳକ ଫେରାର୍
134
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ଠାରୁ କ୍ରମାଗତ ଭାବେ କାହିଁକି ଭାରତୀୟ ଦଳ କାହିଁକି ହାରିଲା ତାକୁ ନେଇ କ୍ୟାପଟେନ୍ ଥିବା କୋହିଲଙ୍କ ଝିଅକୁ ଦୁଷ୍କର୍ମ ଧମକ ଦେଇ ଜଣେ ଯୁବକ ଗିରଫ୍ ହୋଇଥିବା ଜଣାପଡିଛି । ମୁମ୍ବାଇ ପୋଲିସର ଆଇଟି ସେଲ ୨୩ ବର୍ଷୀୟ ରାମନଗେଶ ଅଲିବାଥିନୀଙ୍କୁ ହାଇଦ୍ରାବାଦରେ ଧରିଥିଲା । ଯୁବକଜଣକ ସଫ୍ଟୱେୟାର ଇଜିଂନିୟର ଓ ଆଇଆଇଟି ହାଇଦ୍ରାବାଦରେ ବିଟେକ କରିଥିଲେ । ଏବେ ସେ ଏକ ଫୁଡ ଡେଲିଭରୀ ଆପରେ କାର୍ୟ୍ୟରତ ଥିଲେ । ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ଠାରୁ କ୍ରମାଗତ ୨ଟି ମ୍ୟାଚରେ ଟିମ୍ ଇଣ୍ଡିଆ ପରାଜିତ ହେବା ପରେ ପ୍ରଶଂସକମାନେ ରାଗି ଯାଇଥିଲେ । ତେବେ ରାମନଗେଶ କୋହଲି-ଅନୁଷ୍କାଙ୍କ ଝିଅଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବା ସହ ଦୁଷ୍କର୍ମ ଧମକ ଦେଇଥିଲା ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!