Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲେ ଏଏସ୍ଆଇ

by ସଞ୍ଜୟ ସ୍ୱାଇଁ
February 21, 2025
in Crime, State
ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲେ ଏଏସ୍ଆଇ
87
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଖାକିରେ ଲାଗିଲା କଳଙ୍କ। ରକ୍ଷକ ସାଜିଲା ଭକ୍ଷକ। ଥାନାକୁ ଆସିଥିବା ମହିଳାଙ୍କ ଅସହାୟତାକୁ ଫାଇଦା ଉଠାଇଲେ ଏଏସ୍ଆଇ। ଜଣେ ଅସହାୟ ମହିଳାଙ୍କୁ ଫୁସୁଲେଇ ଦୁଷ୍କର୍ମ କରିଥିବା ଆସିଲା ଅଭିଯୋଗ। ଏହି ଘଟଣାରେ ଆକ୍ସନ୍ ମୋଡ଼କୁ ଆସିଲା କମିଶନରେଟ୍ ପୋଲିସ। ନୟାପଲ୍ଲୀ ଥାନା ଏଏସ୍ଆଇ ରଞ୍ଜିତ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କମିଶନରେଟ ପୋଲିସରେ ଭରତପୁର ଥାନା ଘଟଣା ଲୋକଙ୍କ ମନରୁ ନଲିଭୁଣୁ ନୟାପଲ୍ଲୀ ଥାନାରୁ ଆସିଲା ଚାଞ୍ଚଲ୍ୟକର ଘଟଣା। ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଅସହାୟ ମହିଳାଙ୍କୁ ଫୁସୁଲେଇ ଏଏସ୍ଆଇ ରଞ୍ଜିତ ଦାସ ଦୁଷ୍କର୍ମ କରିଥିବା ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ମହିଳାଥାନା ପୁଲିସ ମାମଲା ରୁଜୁ କରିବା ପରେ ଅଭିଯୁକ୍ତ ଏଏସ୍‌ଆଇଙ୍କୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ଏଏସଆଇଙ୍କ ଏଭଳି କାଣ୍ଡ କମିଶନରେଟ ପୋଲିସକୁ କାଠଗଡ଼ାରେ ଠିଆ କରାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!