Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକର୍ମୀଙ୍କ ସହ ଶାରୀରିକ ସମ୍ପର୍କ ପରେ ପ୍ରତାରଣା

by ସଞ୍ଜୟ ସ୍ୱାଇଁ
April 18, 2025
in Crime, State
ସହକର୍ମୀଙ୍କ ସହ ଶାରୀରିକ ସମ୍ପର୍କ ପରେ ପ୍ରତାରଣା
145
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମହଙ୍ଗା ପଡିଲା ସହକର୍ମୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା । ଗିରଫ ହେଲେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ASO) ବଳରାମ ଟୁଡୁ। ବଳରାମଙ୍କ ଘର ମୟୁରଭଞ୍ଜ ଜିଲ୍ଲା ବହଳଦାରେ। କିଛି ମାସ ତଳେ ନିଜ ସହକର୍ମୀଙ୍କୁ ପ୍ରେମ ନିବେଦନ କରି ଏକାଧିକ ଶାରୀରିକ ସମ୍ପର୍କ ରଖିଥିଲେ ବଳରାମ । ପୀଡିତା ଜଣଙ୍କ ଗର୍ଭବତୀ ହେବା ଖବର ମିଳିବା ପରେ ବାହା ହେବାକୁ ଜିଦ ଧରିଥିଲ । କିନ୍ତୁ ପରେ ବଳରାମ ବିବାହ ପ୍ରସ୍ତାବକୁ ଫାଙ୍କିବା ସହ ଯୁବତୀଙ୍କ ଠାରୁ ଦୂରେଇ ରହିଥିଲେ। ଯାହାକୁ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଏଏସଓ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!