ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାର୍ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍ ଦ କ୍ଲବ୍’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର ପୋଲିସ ଆଜି ତାଙ୍କୁ ଗିରଫ କରିଛି।





