Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ବିଡିଓ

by ସଞ୍ଜୟ ସ୍ୱାଇଁ
August 2, 2024
in Crime, State
ବନ୍ଧା ହେଲେ ବିଡିଓ
257
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ ଛକ ନିକଟରେ ଭିଜିଲାନ୍ସ ବିଭାଗ ମାଡ଼ି ବସିଥିଲା। ଏହି ସମୟରେ ବିଡିଓଙ୍କ ସରକାରୀ ଗାଡ଼ିରୁ ନଗଦ ୪.୯୨ ଲକ୍ଷ ଟଙ୍କା ଭିଜିଲାନ୍ସ ଜବତ କରିଥିବା ବେଳେ ଟଙ୍କାର ସଠିକ୍‌ ଉତ୍ତର ଦେଇ ପାରି ନ ଥିଲେ। ଫଳରେ ଭିଜିଲାନ୍ସ ବିଭାଗ ବିଡିଓ କାର୍ତ୍ତିକଙ୍କୁ ନେଇ ଭବାନୀପାଟଣା କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା କରିଥିଲା। ଅନ୍ୟପଟେ, ବିଡିଓ କାର୍ତ୍ତିକ ଲକ୍ଷାଧିକ ଟଙ୍କା କେଉଁଠୁ ଆଣିଲେ ଓ କାହାଠୁ ଆଣିଲେ ସେନେଇ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥିବା ବେଳେ ସେପଟେ କୋରାପୁଟରେ ଥିବା ତାଙ୍କ ପୈତୃକ ବାସଭବନ, ରାୟଗଡ଼ାରେ ଥିବା ସ୍ବାମୀଙ୍କ ଘର, ଗୋଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଓ ସରକାର ବାସଭବନ ସମେତ ଭୁବନେଶ୍ୱରରେ ଥିବା କୋଠା ଆଦି ସ୍ଥାନରେ ବର୍ତ୍ତମାନ ଚଢ଼ାଉ ଜାରି ରହିଥିଲା। ତେବେ ଆଜି ତାଙ୍କୁ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!