Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାଦା ବଟି ମାଗି ବନ୍ଧା ହେଲେ ବିଜେପି ନେତା

by ସଞ୍ଜୟ ସ୍ୱାଇଁ
July 12, 2023
in Crime, Politics, State
ବ୍ୟବସାୟୀରୁ ବାବା, ବେଆଇନ ଆଶ୍ରମ କରିଥିବାରୁ ବନ ବିଭାଗ ବାନ୍ଧିଲା
107
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ୫ଲକ୍ଷ ଟଙ୍କା ଦାଦା ବଟି ମାଗି ବିଜେପି ନେତା ଗିରଫ ହୋଇଛନ୍ତି। ନୂଆପଡା ବାଲିଘାଟରେ ବନ୍ଧୁକ ଲଗାଇ ଆତଙ୍କ ରାଜ୍ କରିଥିଲେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସମ୍ପାଦକ ପ୍ରକାଶ ଦଳାଇ । ତିର୍ତ୍ତୋଲ ପୁଲିସ ଦ୍ୱାରା ଗିରଫ ହୋଇଛନ୍ତି ଉକ୍ତ ବିଜେପି କର୍ମୀ । ଏଥିସହ ଏହି ଘଟଣାରେ ସମ୍ପୃକ୍ତ ବିଜେପିର ଆଉ ୯ ଜଣ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆତଙ୍କ ରାଜ୍ ସହ ୬ ଟି ତେଲ ବ୍ୟରେଳ ମହନଦୀକୁ ଫିଙ୍ଗିଦେଇଥିଲେ। ବାଲିଘାଟରୁ ଗଲା ବେଳେ ୮୨ ହଜାର ଟଙ୍କା ଡ୍ରରୁ ନେଇଯାଇଥିବା ସୂଚନା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!