Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ କୋଟି ଟଙ୍କାର ଠକେଇ, ବିଲଡର ଗିରଫ

by ସଞ୍ଜୟ ସ୍ୱାଇଁ
June 11, 2024
in Crime, State
୫୦ କୋଟି ଟଙ୍କାର ଠକେଇ, ବିଲଡର ଗିରଫ
225
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଜମି ଦେବା ନାଁରେ ଠକେଇ ଅଭିଯୋଗ । ବିଲଡର ଗିରଫ । ଖୋର୍ଦ୍ଧା ବାଙ୍କୁଆଳ ମୌଜାରେ ଜମି ଦେବା ନାଁରେ ୫୦ କୋଟି ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି । ବିଭିନ୍ନ କିସ୍ତିରେ ଲୋକଙ୍କୁ ରାଜଧାନୀରେ ଜମି ଦେବାକୁ କହି ଠକି ଚାଲିଥିଲା ଠକ । ଜମି ମାଗିବାରୁ ଫେକ୍ ରେଜିଷ୍ଟ୍ରେସନ କରାଇଦେଉଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ ଖାରବେଳ ନଗର ଥାନା ପୋଲିସ ଅଭିଯୁକ୍ତକୁ ଗିରଫ କରିଛି । ସୁଶ୍ରୀ ହୋମ୍ସ ଆଣ୍ଡ ଇନଫ୍ରା ପ୍ରମୋଟର୍ସ ପ୍ରାଇଭେଟ ଲିମିଟେଡର ଏମଡି ଶିବବ୍ରତ ଦାସଙ୍କୁ ଗିରଫ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!