Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖବର ପାଲଟିଲେ ଖବରଦାତା, ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟି ବନ୍ଧା ହେଲେ

by ସଞ୍ଜୟ ସ୍ୱାଇଁ
October 15, 2024
in Crime, State
ଖବର ପାଲଟିଲେ ଖବରଦାତା, ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟି ବନ୍ଧା ହେଲେ
150
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ୫ଜଣଙ୍କ ମଧ୍ୟରୁ ୪ଜଣ ୱେବ ଖବରଦାତା ବୋଲି ଜଣାପଡିଛି। ଅକ୍ଟୋବର ୨ ତାରିଖରେ ଭବାନୀପାଟଣା ସହର କୃଷି ମହାବିଦ୍ୟାଳୟ ନିକଟରେ କଣ୍ଟାବାଞ୍ଜିର ଜଣେ ବ୍ୟବସାୟୀଙ୍କଠାରୁ ୨ ଲକ୍ଷରୁ ଉର୍ଦ୍ଧ ଟଙ୍କା ଲୁଟ ହୋଇଥିଲା। ଏନେଇ ବ୍ୟବସାୟୀ ଜଣକ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ୪ ୱେବ ଖବରଦାତାଙ୍କ ସହ ଅନ୍ୟଜଣଙ୍କୁ ଗିରଫ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!