Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ ବର୍ଷର ପିଲାକୁ ଅପହରଣ ଘଟଣା, କାବୁ ହେଲା ଅପହରଣକାରୀ

by ସଞ୍ଜୟ ସ୍ୱାଇଁ
April 22, 2025
in Crime, State
୮ ବର୍ଷର ପିଲାକୁ ଅପହରଣ ଘଟଣା, କାବୁ ହେଲା ଅପହରଣକାରୀ
29
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରୁ ୮ ବର୍ଷର ପିଲାକୁ ଅପହରଣ ଘଟଣା। କିଛି ଘଣ୍ଟା ଭିତରେ ଉଦ୍ଧାର ହେଲା ଅପହୃତ ଶିଶୁ। ଏୟାରଫିଲ୍ଡ ଥାନା ପଞ୍ଚଗାଁ ନିକଟରୁ ଉଦ୍ଧାର କଲା ପୁଲିସ। ମୁଣ୍ଡରେ ବନ୍ଧୁକ ଲଗାଇ କଳା କାର୍‌ରେ ଅପହରଣ କରାଯାଇଥିଲା । ଅପହରଣକାରୀ ୨୦ ଲକ୍ଷ ଟଙ୍କା ମାଗିଥିବା ନେଇ ସୂଚନା । ୩ଟି ପୁଲିସ ଟିମ୍‌ର ତ୍ବରିତ ପଦକ୍ଷେପ ଯୋଗୁଁ ପିଲାକୁ ସୁରକ୍ଷତ ଭାବେ ଉଦ୍ଧାର କରାଯାଇଛି। ଏଥିସହ ଅପହରଣକାରୀକୁ ଗିରଫ କରାଯାଇଛି। ଅପହଣରେ ଆଉ କେଉଁ ମାନଙ୍କର ସମ୍ପୃକ୍ତି ରହିଛି ସେ ନେଇ ଛାନଭିନ୍ ଆରମ୍ଭ ହୋଇଛି। ତେବେ ପିଲାଟି ବର୍ତ୍ତମାନ ଅସୁସ୍ଥ ଥିବା ଜଣାପଡ଼ିଛି। ସ୍କୁଲରୁ ଫେରିବାବେଳେ ପିଲାକୁ ଅପହରଣ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!