Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ବେପାରୀ ଗିରଫ

by ସଞ୍ଜୟ ସ୍ୱାଇଁ
December 25, 2024
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
88
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍ପେସାଲ ସ୍କ୍ୱାର୍ଡ ପଞ୍ଝାରେ ବନ୍ଧୁକ ବେପାରୀ । ଜବତ ହେଲା ୫ଟି ରିଭଲବର ଓ ୨୦ ରାଉଣ୍ଡ ଅଫୁଟା ଗୁଳି । ଏହି ଘଟଣାରେ ଚନ୍ଦନ ପ୍ରଧାନ ନାମକ ଜଣେ ଯୁବକକୁ ଗିରଫ କରିଛି କମିଶନରେଟ ପୋଲିସ । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଚନ୍ଦନ ପ୍ରଧାନ ନାମକ ଜଣେ ଯୁବକ ୨୦୨୩ ଜୁଲାଇ ୧୫ ତାରିଖରେ ଖୋର୍ଦ୍ଧାର ସୋମନାଥ ହତ୍ୟା ମାମଲାରେ ଜେଲ ଯାଇ ଜାମିନରେ ଆସିଥିଲା । ବାହାରକୁ ଆସି ବନ୍ଧୁକ ବେପାରର କରୁଥିଲା । ଏନେଇ ଖବର ପାଇବା ପରେ ଚନ୍ଦନ ପ୍ରଧାନକୁ ଗିରଫ କରିଛି କମିଶନରେଟ ପୋଲିସ । ଚନ୍ଦନ ନିକଟରୁ ୫ଟି ରିଭଲବର ଓ ୨୦ ରାଉଣ୍ଡ ଅଫୁଟା ଗୁଳି ମଧ୍ୟ ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!