Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖରିଆର R&B ଜେଇ ସୁଶାନ୍ତ କୁମାର ସେଠୀ ଗିରଫ

by ସଞ୍ଜୟ ସ୍ୱାଇଁ
May 24, 2025
in State
ଖରିଆର R&B ଜେଇ ସୁଶାନ୍ତ କୁମାର ସେଠୀ ଗିରଫ
28
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ଖରିଆର ଆର୍ ଏଣ୍ଡ ବି ଜୁନିୟର ଇଞ୍ଜିନିୟର ସୁଶାନ୍ତ କୁମାର ସେଠୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ସୁଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଭିଜିଲାନ୍ସ ଏସ୍ପି ଏମ୍ ରାଧାକ୍ରିଷ୍ଣଙ୍କ ସୂଚନା ଅନୁସାରେ ଇଞ୍ଜିନିୟର ସୁଶାନ୍ତ ସେଠୀ ତାଙ୍କ ଆୟ ତୁଳନାରେ ୩୪୭ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ ସମୟରେ ସୁଶାନ୍ତ ସେଠୀଙ୍କ ବିଭିନ୍ନ ଠିକଣାରୁ ୫୫ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା, ୩ଟି ବହୁତଳ କୋଠା, ଗୋଟିଏ ଫାର୍ମ ହାଉସ, ୯ଟି ମୂଲ୍ୟବାନ ପ୍ଲଟ୍, ୨ଟି ଦାମୀ କାର୍, ଗୋଟିଏ ବେନାମୀ କାର୍ ଓ ୧୪ ଲକ୍ଷ ଟଙ୍କାର ଆସବାବପତ୍ର ଜବତ କରିଛି ଭିଜିଲାନ୍ସ । ଏହା ବ୍ୟତୀତ ଘର ଭଡାଟିଆଙ୍କ ପାଖରେ ସୁଶାନ୍ତ ନଗଦ ୫୫ ଲକ୍ଷ ଟଙ୍କା ଓ ୧ କେଜି ୪ଶହ ଗ୍ରାମ ସୁନା ଲୁଚାଇ ରଖିଥିବା ସୂଚନା ପାଇଛି ଭିଜିଲାନ୍ସ । ତେବେ ସମ୍ପୃକ୍ତ ଭଡାଟିଆ ଜଣକ ଏହି ଟଙ୍କା ଓ ସୁନା ଆତ୍ମସାତ କରିଦେଇଥିବା ସୁଶାନ୍ତଙ୍କ ପତ୍ନୀ ଗତ ୨୦୨୪ ମସିହା ଏପ୍ରିଲ ୧୩ ତାରିଖରେ ଧଉଳି ଥାନାରେ ଏକ ଏତଲା ଦେଇଥିବା ଭିଜିଲାନ୍ସ ସୂଚନା ଦେଇଛି । ଏ ସମ୍ପର୍କରେ ଅଧିକ ଅନୁସନ୍ଧାନ ଜାରି ରହିଥିବା ଭିଜିଲାନ୍ସ ଏସ୍ପି କହିଛନ୍ତି ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!