Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀ ସାଜି ପରୀକ୍ଷା ଦେଇଥିଲେ ଅଧ୍ୟାପିକା, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
August 23, 2023
in Crime, State
ଛାତ୍ରୀ ସାଜି ପରୀକ୍ଷା ଦେଇଥିଲେ ଅଧ୍ୟାପିକା, ବାନ୍ଧିଲା ପୁଲିସ
394
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ଗିରଫ ହେଲେ ଅଧ୍ୟାପିକା । ଅଧ୍ୟାପିକା ହୋଇ ନିଜେ ସାଜିଥିଲେ ଛାତ୍ରୀ। ହେଲେ ଧରା ପଡିଗଲା ଅଧ୍ୟାପିକାଙ୍କ ଚାଲିକିଆ କାରସାଦି। ଆଉ ଏବେ ଗିରଫ ହୋଇ ଜେଲର ଚାରିକାନ୍ଥ ଭିତରେ ଅଛନ୍ତି ଅଧ୍ୟାପିକା । ସେହି ଅଧ୍ୟାପିକା ଜଣକ ହେଲେ ମୟୂରଭଞ୍ଜ ଉଦଳାର ତୁଳିକା ଆଶ । ଅଧ୍ୟାପିକା ଜଣକ ନିଜେ ଜଣେ ଛାତ୍ରୀ ସାଜି ପରୀକ୍ଷା ଦେବାକୁ ଆସି ନଥିବା ଜଣେ ଛାତ୍ରୀଙ୍କ ଖାତାରେ ଲେଖିବା ସହ ମିଥ୍ୟା ପରୀକ୍ଷା ନିୟନ୍ତ୍ରକଙ୍କ ଦସ୍ତଖତ ମାରିଛନ୍ତି । ଖବର ଅନୁଯାୟୀ, ଗତ ଜୁଲାଇ ୨୭ ତାରିଖରେ କଲେଜର ଜୁଲୋଜି ବିଭାଗରେ ୪ର୍ଥ ସେମିଷ୍ଟାର ଚାଲିଥିବା ବେଳେ ଅଧ୍ୟାପିକା ତୁଳିକା ଆଶ ପରୀକ୍ଷା ଦେବାକୁ ଆସି ନଥିବା ଜଣେ ଛାତ୍ରୀଙ୍କ ଖାତାରେ ନିଜେ ଉତ୍ତର ଲେଖିବା ସହିତ ସେହି ଖାତାରେ ମିଛ ପରୀକ୍ଷା ନିୟନ୍ତ୍ରକଙ୍କ ଦସ୍ତଖତ ମଧ୍ୟ ମାରିଥିବା ଅଭିଯୋଗ ହୋଇଛି । ଯାହାକୁ ଆଧାର କରି କଲେଜ ପ୍ରିନ୍ସିପାଲ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ପରେ ସେ ପ୍ରିନ୍ସିପାଲଙ୍କୁ ଗାଳିଗୁଲଜ ମଧ୍ୟ କରିଥିବା ଅଭିଯୋଗ ହୋଇଛି । ପରେ ଏନେଇ ଉଦଳା ଥାନାରେ କଲେଜ ପ୍ରିନ୍ସିପାଲ ଲିଖିତ ଅଭିଯୋଗ କରିଥିଲେ । ତଦନ୍ତ କରି ପୋଲିସ୍ ଅଭିଯୁକ୍ତ ଅଧ୍ୟାପିକା ତୁଳିକା ଆଶଙ୍କୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!