Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବରଙ୍ଗପୁର ସୀମାରୁ ଆହତ ମହିଳା ନକ୍ସଲ ଗିରଫ

by ସଞ୍ଜୟ ସ୍ୱାଇଁ
April 21, 2024
in Crime, State
ନବରଙ୍ଗପୁର ସୀମାରୁ ଆହତ ମହିଳା ନକ୍ସଲ ଗିରଫ
98
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଧରାପଡିଲେ ମହିଳା ମାଓବାଦୀ । ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଛତିଶଗଡର ଏକାୱାରି ଗାଁରୁ ଜଣେ ମହିଳା ମାଓବାଦୀଙ୍କୁ ଗିରଫ କରିଛି ଓଡିଶା ପୁଲିସ । ଗୁଇନ୍ଦା ସୂଚନା ଆଧାରରେ ନବରଙ୍ଗପୁର ପୋଲିସର ଦୁଇଟି ଟିମ୍ ଉକ୍ତ ଗାଁରେ ସ୍ୱତନ୍ତ୍ର ନକ୍ସଲ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ । ଏହି ସମୟରେ ୨୫ ବର୍ଷିୟା ମ୍ୟାଙ୍ଗ୍ ନୁରେଟି (ସିନ୍ଧୁ) ନାମକ ଜଣେ ମହିଳା କ୍ୟାଡର୍ ମାଓବାଦୀଙ୍କୁ ଗିରଫ କରାଯାଇଛି । ସେ ଗତ ୧୨ ତାରିଖରେ ଛତିଶଗଡର କରିପାନୀ ଓ ଏକାୱାରି ଗାଁ ନିକଟରେ ହୋଇଥିବା ପୋଲିସ-ନକ୍ସଲ ଗୁଳି ବିନିମୟରେ ସାମିଲ ହୋଇଥିବା ଜଣାପଡିଛି । ସେ ଗତ ୨୦୨୧ରୁ ସୀତା ନଦୀ ଏରିଆ କମିଟିର ଦୀପକ ମାଣ୍ଡଭି ନାମକ ନକ୍ସଲଙ୍କ ନେତୃତ୍ୱରେ କାମ କରୁଥିବା ପୋଲିସ ଜାଣିବାକୁ ପାଇଛି । ଗିରଫ ପରେ ଓଡିଶା ପୁଲିସ ଛତିଶଗଡର ଧମନ୍ତରୀ ପୋଲିସ ଷ୍ଟେସନକୁ ମହିଳା ମାଓବାଦୀଙ୍କୁ ହସ୍ତାନ୍ତର କରିଛି । ସେ ଅନ୍ୟ କେଉଁ କେଉଁ ନକ୍ସଲ କାର୍ଯ୍ୟକଳାପରେ ସଂଶ୍ଲିଷ୍ଟ ଥିଲା ସେନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!