Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲେ ପ୍ରେମିକ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
December 14, 2024
in Crime, State
ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲେ ପ୍ରେମିକ, ବାନ୍ଧିଲା ପୁଲିସ
197
VIEWS
Share on FacebookShare on Twitter

ବାଙ୍କୀ, (ବାଘୁଆବାର୍ତ୍ତା): ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କରି ପୁରୁଣା ପ୍ରେମିକ ଗିରଫ। କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ, ବାଙ୍କୀ ଅଞ୍ଚଳର ଜଣେ ଯୁବତୀ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ ଓ ପରେ ଯୁବତୀ ଜଣକ ସେହି ଯୁବକଙ୍କୁ ଛାଡି ଅନ୍ୟ ଜଣେ ଯୁବକଙ୍କୁ ପ୍ରେମ କରିଥିଲେ । ତେବେ ଯୁବତୀ ଜଣକ ପ୍ରଥମ ପ୍ରେମିକକୁ ଛାଡି ଅନ୍ୟ ଏକ ଯୁବକଙ୍କୁ ପ୍ରେମ କରିବା ପରେ ପ୍ରଥମ ପ୍ରେମିକ ଉତ୍ୟକ୍ତ ହୋଇ ପ୍ରେମିକା ସହିତ ବିତାଇଥିବା କିଛି ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରଲ କରିଥିଲା । ଏନେଇ ପ୍ରେମିକା ଜଣକ ବାଙ୍କୀ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରିବା ସହିତ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଅଭିଯୁକ୍ତ ପ୍ରଥମ ପ୍ରେମିକକୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!