Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରାପଡ଼ିଲା ମାଓବାଦୀ ହିଡମା

by ସଞ୍ଜୟ ସ୍ୱାଇଁ
May 29, 2025
in Crime, State
ଧରାପଡ଼ିଲା ମାଓବାଦୀ ହିଡମା
89
VIEWS
Share on FacebookShare on Twitter

କୋରାପୁଟ,(ବାଘୁଆବାର୍ତ୍ତା): ଧରାପଡ଼ିଲା ହାର୍ଡକୋର୍ ମାଓବାଦୀ କୁଞ୍ଜମ ହିଡ୍‌ମା ଓରଫ ମୋହନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ପେଟଗୁଡ଼ା ଜଙ୍ଗଲରୁ ଧରିଲା ପୁଲିସ। AK-47 ସମେତ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। କୁଞ୍ଜମ ACM ଥିଲା, ୭ଟି ବଡ଼ ହିଂସାକାଣ୍ଡରେ ସମ୍ପୃକ୍ତ। ଏନେଇ କୋରାପୁଟ ଏସପି ରୋହିତ ବର୍ମା ସୂଚନା ଦେଇଛନ୍ତି। କୁଞ୍ଜମ ହିଡ୍‌ମା ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲା ଉସୁରୁ ଥାନା ଜାନାଗୁଡ଼ା ଗ୍ରାମର ବୋଲି ସୂଚନା ଦେଇଛନ୍ତି କୋରାପୁଟ ଏସପି। ତାକୁ ଧରିବା ପାଇଁ ୪ଲକ୍ଷ ଟଙ୍କା ପୁରସ୍କାର ରହିଥିଲା। କୋରାପୁଟ ଜିଲ୍ଲାର ୪ଟି ଓ ମାଲକାନଗିରି ଜିଲ୍ଲାର ୩ଟି ବଡ ମାଓ ହିଂସା କାଣ୍ଡରେ ଜଡ଼ିତ। ୨୦୦୭ ମସିହାରେ ମାତ୍ର ୧୪ ବର୍ଷ ବୟସରେ ମାଓ ସଙ୍ଗଠନରେ ସାମିଲ ହୋଇଥିଲା। ଏହି ଘଟଣରେ ଆନ୍ଧ୍ର ଓଡ଼ିଶା ବୋର୍ଡର ଜୋନାଲ କୋରାପୁଟ ପୁଲିସକୁ ମିଳିଛି ବଡ ସଫଳତା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!