Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅମାପ ସମ୍ପତ୍ତି, ବନ୍ଧା ହେଲେ OSRTC ସିଏଓ

by ସଞ୍ଜୟ ସ୍ୱାଇଁ
August 24, 2024
in Feature News
ଅମାପ ସମ୍ପତ୍ତି, ବନ୍ଧା ହେଲେ OSRTC ସିଏଓ
156
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶେଷରେ ବନ୍ଧା ହେଲେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ବେଳେ ବିଜୟଙ୍କ ଅଚଳାଚଳ ସମ୍ପତ୍ତି ସାମନାକୁ ଆସିଥିଲା। ଏଥିସହ ତାଙ୍କର କୋଟି କୋଟି ମୂଲ୍ୟର ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇ ଯାଇଥିଲେ। ଏହି ଘଟଣାରେ ଆଜି ବିଜୟ ମଙ୍ଗରାଜ ବନ୍ଧା ହୋଇଛନ୍ତି। ଗତକାଲି ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ବିଜୟ ମଙ୍ଗରାଜଙ୍କର ଭୁବନେଶ୍ୱରର ପଳାଶୁଣୀରେ ଥିବା ୨ଟି କୋଠା ଠାବ କରିଥିଲେ। ସେଥିମଧ୍ୟରୁ ଗୋଟିଏ ଦୁଇ ମହଲା ବିଶିଷ୍ଟ ଓ ଅନ୍ୟଟି ଏକ ମହଲା ବିଶିଷ୍ଟ ବୋଲି ଜଣାଯାଇଛି। ଏହାବାଦ ତାଙ୍କର ଭୁବନେଶ୍ୱରର ଦାମୀ ଆପାର୍ଟମେଣ୍ଟ Z-1ରେ ଏକ ଫ୍ଲାଟ ଥିବା ଜଣାଯାଇଛି। ଏଥିସହ ବାବୁଙ୍କର କେରଳର ଏର୍ଣ୍ଣାକୁଲମ୍‌ରେ ଏକ ବଙ୍ଗଳା ରହିଛି। କେବଳ ଏତିକି ନୁହେଁ, ବାବୁଙ୍କର ବିଭିନ୍ନ ବ୍ୟାଙ୍କରେ ୧ କୋଟି ୪୭ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ରାଶି ରହିଥିବା ବେଳେ ତାଙ୍କ ଘରୁ ପ୍ରାୟ ୫୦୦ ଗ୍ରାମର ସୁନା ଅଳଙ୍କାର ଜବତ ହୋଇଛି। ଗତକାଲି ହୋଇଥିବା ଚଢ଼ାଉରେ ୮ ଜଣ DSP, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଥିଲେ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!