Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତ୍ରିକୋଣୀୟ ପ୍ରେମରୁ ଅପହରଣ, ୪ ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
March 13, 2024
in Crime, State
ତ୍ରିକୋଣୀୟ ପ୍ରେମରୁ ଅପହରଣ, ୪ ଜଣଙ୍କୁ ବାନ୍ଧିଲା ପୋଲିସ
56
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ତ୍ରିକୋଣୀୟ ପ୍ରେମରୁ ଅପହରଣ । ଝିଅର ଭାଇ ସହ ମିଶି ଦ୍ୱିତୀୟ ପ୍ରେମିକକୁ ଅପହରଣ କରିଥିଲା ପ୍ରଥମ ପ୍ରେମିକ । ଭୁବନେଶ୍ବର ପାର୍ସପୋର୍ଟ ଅଫିସ ସାମ୍ନାକୁ କିଡନାପ କରି ପୁରୀ ନେଇଯାଇଥିଲେ ଅଭିଯୁକ୍ତ । ମାମଲାର ତଦନ୍ତ କରି ପୁରୀରୁ ଅପହୃତ ରାଜା ସେଠୀଙ୍କୁ ଉଦ୍ଧାର କରିବା ସହ ୪ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇଜଣ ନାବାଳକ ଥିବା ସୂଚନା ସୂଚନା ମିଳିଛି। ଅଭିଯୋଗ ଅନୁସାରେ, ଝିଅର ଭାଇ ପ୍ରକାଶ ନାୟକଙ୍କ ସହ ମିଶି ପ୍ରଥମ ପ୍ରେମିକ ଅଙ୍କିତ କଇଁର ଦୁଇଟି ବାଇକରେ ମାରଣାସ୍ତ୍ର ଦେଖାଇ ରାଜାଙ୍କୁ ଅପହରଣ କରିନେଇଥିଲେ। ଏନେଇ ଯୁବତୀଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିବା ରହ ଅପହୃତ ଯୁବକଙ୍କୁ ଉଦ୍ଧାର କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!