Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ନେଇ ନିଲମ୍ବିତ ହେଲେ ଏଏସଆଇ

by ସଞ୍ଜୟ ସ୍ୱାଇଁ
May 29, 2023
in Crime, State
ଲାଞ୍ଚ ନେଇ ନିଲମ୍ବିତ ହେଲେ ଏଏସଆଇ
297
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଟ୍ରାକ୍ଟର ମାଲିକଙ୍କଠାରୁ ଲାଞ୍ଚ ନେବା ମହଙ୍ଗା ପଡିଲା । ନିଲମ୍ବିତ ହେଲେ ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଏଏସଆଇ । ଟ୍ରାକ୍ଟର ମାଲିକଙ୍କ ଠାରୁ ୭୦ହଜାର ଟଙ୍କା ଲାଞ୍ଚ ନେଉଥିବା ଆଭିଯୋଗରେ ଚାକିରୀରୁ ନିଲମ୍ବିତ କଲେ ସୁନ୍ଦରଗଡ ଏସପି । ଟ୍ରାକ୍ଟରରେ ମାଟି ଉଠାଇବାକୁ କେନ୍ଦ୍ରକରି ଦୁଇ ଟ୍ରାକ୍ଟର ମାଲିକଙ୍କୁ ଲାଞ୍ଚ ମାଗିଥିଲେ ହେମଗିରି ଥାନା ଏଏସଆଇ ତପନ କୁମାର ବେହେରା । ଟ୍ରାକ୍ଟର ମାଲିକ ଫୋନ୍ ପେ’ ଯୋଗେ ତାଙ୍କୁ ଟଙ୍କା ମଧ୍ୟ ଦେଇଥିଲେ । ତେବେ ଏନେଇ ଗତ ସପ୍ତାହରେ ସମ୍ପୃକ୍ତ ଅଞ୍ଚଳରେ ହୋଇଥିବା ଜନଶୁଣାଣିରେ ଟ୍ରାକ୍ଟର ମାଲିକ ଅଭିଯୋଗ କରିଥିଲେ । ଅଭିଯୋଗ ଶୁଣିବା ପରେ ଏସ୍‌ପି ପ୍ରତ୍ୟୁଷ ଦିବାକର ଏସ୍‌ଡିପିଓଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତରେ ସତ ଜଣାପଡିବା ପରେ ଏଏସ୍ଆଇଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!