Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ

by ସଞ୍ଜୟ ସ୍ୱାଇଁ
August 6, 2024
in Crime, State
ବନ୍ଧା ହେଲେ ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ
75
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ । ୪୫ ପ୍ଲଟ ଓ ଫ୍ଲାଟର ମାଲିକ ହେଉଛନ୍ତି ପ୍ରଦୀପ ରଥ । ତାଙ୍କ ପ୍ଲଟର ଆନୁମାନିକ ମୂଲ୍ୟ ୧ କୋଟିରୁ ୬୨ ଲକ୍ଷ ଟଙ୍କା ହେବ । ଭୁବନେଶ୍ବରରେ ରହିଛି ଦୁଇଟି ଦାମୀ ପ୍ଲଟ । ପ୍ରଦୀପଙ୍କର ଗୋଟିଏ ମେଡିସିନ ଦୋକାନ , ଗୋଟିଏ କ୍ରସର ୟୁନିଟ ରହିଛି । ଏହାସହିତ ୮୮ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଠାବ କରାଯାଇଛି । ଗୋଟିଏ କାର, ୨ଟି ଜେସିବି, ଗୋଟିଏ ଏସ୍କାଭେଟର ମଧ୍ୟ ଠାବ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୧୨ ସ୍ଥାନରେ କରାଯାଇଛି ଚଡାଉ କରାଯାଇ । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପଙ୍କ ରସୁଲଗଡ଼ ସ୍ଥିତ ସତ୍ୟବିହାର ଘର, ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଜଗନ୍ନାଥପୁରରେ ଥିବା ଆପର୍ଟମେଣ୍ଟ, କଟକ ବାରବାଟୀ ଷ୍ଟାଡିୟମ ନିକଟରେ ଥିବା କାର‌୍ୟ୍ୟାଳୟ, ଆଗରପଡା ସ୍ଥିତ ପୈତୃକ ଘର, ଭଦ୍ରକ ରହଣ୍ଡିଆ ଶାସନ ସ୍ଥିତ ଘର, ଯାଜପୁରରେ ନିର୍ମାଣାଧୀନ ଘର, ଖୋର୍ଦ୍ଧାରେ ଥିବା ଘର, କଟକରେ ବିଭିନ୍ନ ସ୍ଥାନ, ଯାଜପୁର ସ୍ଥିତ ସମ୍ପର୍କୀୟଙ୍କ ଘର, ଶାସ୍ତ୍ରୀ ନଗର ସ୍ଥିତ ଅନ୍ୟ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟରେ ଥିବା ପୈତୃକ ଘରେ ଏକକାଳୀନ ରେଡ଼ କରିଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!