Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଁଟି କେବଳ ରାମଚନ୍ଦ୍ର, ଅଚଳାଚଳ ସମ୍ପତି, ବନ୍ଧା ହେଲେ ବରିଷ୍ଠ ରାଜସ୍ୱ ସହାୟକ

by ସଞ୍ଜୟ ସ୍ୱାଇଁ
June 18, 2023
in Crime, State
ଭିଜିଲାନ୍ସ ଜାଲରେ କିରାଣୀ
152
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ ରାମଚନ୍ଦ୍ର ସେନ । ଗତକାଲି ଏକକାଳୀନ ୫ଟି ସ୍ଥାନରେ ହୋଇଥିଲା ରେଡ୍ । କୁଳିଆନା ପଢ଼ିଆରିପୁରରେ ଥିବା ୪ ମହଲା କୋଠା, ରଘୁନାଥଗଞ୍ଜରେ ଥିବା ୩ ମହଲା କୋଠାରେ ରେଡ୍ ହୋଇଥିଲା । ତାଙ୍କର ୧୫ଟି ପ୍ଲଟ, ୪୦ ଲକ୍ଷ ଜମା, ୧୩୨୭୭ ସ୍କୋୟାର ଫୁଟର ବିଲ୍‌ଡିଂ ଯାହାର ମୂଲ୍ୟ ୨ କୋଟି । ବାରିପଦାସ୍ଥିତ ଅଫିସ ଚାମ୍ବର, ସାମଖୁଣ୍ଟା ତହସିଲ ଅଫିସରେ ଥିବା ପୁଅର ଚାମ୍ବର ଓ ବାରିପଦା ଟାଉନ ତୁଳସୀ ଚଉରାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଥିଲା ଭିଜିଲାନ୍ସ । ରାମଚନ୍ଦ୍ର ଦୀର୍ଘ ଦିନ ବାରିପଦା କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ କାର୍ଯ୍ୟକଳାପ ସନ୍ଦେହ ଘେରରେ ରହିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!