Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ବନ୍ଧାହେଲା ରଙ୍ଗିଲା ବାବା

by ସଞ୍ଜୟ ସ୍ୱାଇଁ
December 7, 2024
in Crime, State
ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ବନ୍ଧାହେଲା ରଙ୍ଗିଲା ବାବା
74
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ଧରାପଡିଲା ରଙ୍ଗିଲା ବାବା । ଆଶ୍ରମରେ ଯୁବତୀଙ୍କୁ ନିଶା ବଟିକା ଖୁଆଇ ଦୁଷ୍କର୍ମ ଅଭିଯୋଗରେ ବାବା ଗିରଫ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବାକୁ ଗିରଫ କରିଛି ।‌ ସୂଚନାଥାଉକି, ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ଥିବାରୁ ଉକ୍ତ ରୋଗର ଚିକିତ୍ସା ପାଇଁ ଗତ କିଛି ମାସ ହେବ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲାଙ୍କ ଆଶ୍ରମକୁ ଯାଇଥିଲେ । ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ବାବା କିଛି ଔଷଧ ଯୁବତୀଙ୍କୁ ଖାଇବାକୁ ଦେଇଥିଲେ । ମାସେ ପରେ ପୁଣିଥରେ ଆସି ଔଷଧ ନେବାକୁ କହିଥିଲେ । ହେଲେ ଯୁବତୀଙ୍କ ଘର ଦୂରରେ ଥିବାରୁ ସେ ଆସିନଥିଲେ । ଅନ୍ୟଦିନ ଯୁବତୀ ଜଣକ ଯାଇ ବାବାଙ୍କ ଆଶ୍ରମରେ‌ ପହଞ୍ଚିଥିଲେ । ଏବଂ ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ । ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ । ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇଦେଇଥିଲେ । ହେଲେ ଯୁବତୀ ଜଣଙ୍କ ରକ୍ତ ଜୁଡୁବୁଡୁ ହୋଇ ମୁର୍ମୁଷ ଅବସ୍ଥାରେ ମେଡିକାଲ ଛକରେ ପଡିରହିଥିଲେ । ଖବରପାଇ ମେଡିକାଲ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ । ସେପଟେ ଯୁବତୀଙ୍କ ପରିବାର ଲୋକେ ରେଢ଼ାଖୋଲ ଥାନାରେ ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବା ପ୍ରଫୁଲ୍ଲ ମହଲା କୁ ଆଶ୍ରମରୁ ଗିରଫ କରି ତଦନ୍ତ କରୁଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!