Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାଙ୍କୁ ଅପହରଣ କରି ଗିରଫ ହେଲେ ରେଳ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
December 14, 2024
in Crime, State
ନାବାଳିକାଙ୍କୁ ଅପହରଣ କରି ଗିରଫ ହେଲେ ରେଳ କର୍ମଚାରୀ
102
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପୁଲିସ ଜଣେ ରେଳ କର୍ମଚାରୀଙ୍କୁ ଗିରଫ କରିଛି। ତାଙ୍କ ନାଁ ଘନଶ୍ୟାମ ଭୋଇ। ସେ କେସିଙ୍ଗା ରେଳ ଷ୍ଟେସନରେ ଗ୍ୟାଙ୍ଗମ୍ୟାନ ଭାବେ କାର୍ଯ୍ୟ କରନ୍ତି। ସୂଚନା ଅନୁଯାୟୀ, ଗିରଫ ଘନଶ୍ୟାମ ମୁରିବାହାଲ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପ୍ରେମ କରନ୍ତି। ସେ ନାବାଳିକା ଜଣଙ୍କ ଏକ କଲେଜରେ ପଢୁଛନ୍ତି। ଗତ ୯ ତାରିଖରେ ଘନଶ୍ୟାମ ସେହି ନାବାଳିକାଙ୍କୁ ଅପହରଣ କରି ନେଇଥିଲେ ବୋଲି ମୁରିବାହାଲ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ଘଟଣାର ତଦନ୍ତ କରି ନାବାଳିକାଙ୍କୁ କେସିଙ୍ଗା ରେଳ ବିଭାଗର ଏକ ଘରୁ ଉଦ୍ଧାର କରିଥିଲା। ଗିରଫ ଘନଶ୍ୟାମ ଭୋଇଙ୍କ ଘର ଲୋଇସିଂହା ମୁରଶୁଣ୍ଡ ଗାଁରେ। ତାଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତା’ ସହିତ ଘଟଣାର ଅଧିକ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!