Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରାପଡିଲେ ୧୩ ଆନ୍ତଃରାଜ୍ୟ ଡକାୟତ

by ସଞ୍ଜୟ ସ୍ୱାଇଁ
February 22, 2025
in Crime, State
ଧରାପଡିଲେ ୧୩ ଆନ୍ତଃରାଜ୍ୟ ଡକାୟତ
41
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ପୋଲିସର ଅପରେସନ ସକ୍‌ସେସ୍‌ । ଧରାପଡିଲେ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ । ୧୩ଜଣଙ୍କୁ ପୋଲିସ ଗିରଫ କରିଥିବାବେଳେ ୨ ଜଣ ଚକ୍‌ମା ଦେଇ ଫେରାର ହୋଇଯାଇଛନ୍ତି ।ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସ୍ଥିତ ରୋଡ୍‌ ଗାଁ ପାଖ ବ୍ରାହ୍ମଣୀ ନଦୀ କୂଳରେ ବସି ଡକାୟତି ଯୋଜନା କରୁଥିଲେ ୧୫ ଜଣ ଡକାୟତ । କୌଣସି ସୂତ୍ରରୁ ଖବର ପାଇ ଅଚାନକ ଚଢାଉ କରିଥିଲା ପରଜଙ୍ଗ ଥାନା ଅଧିକାରୀ ପ୍ରିୟବ୍ରତ ଦାସଙ୍କ ନେତୃତ୍ବରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ । ପୋଲିସକୁ ଦେଖି ଯିଏ ଯୁଆଡେ ଦୌଡିଥିଲେ । ତେବେ ୧୩ ଜଣଙ୍କୁ ପୋଲିସ କାବୁ କରିଥିବାବେଳେ ୨ ଜଣ ଖସିଯାଇଛନ୍ତି । ଗିରଫ ଅଭିଯୁକ୍ତମାନେ ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ଅଞ୍ଚଳର । ସେମାନଙ୍କ ଠାରୁ ୧୫ଟି ମୋବାଇଲ ଫୋନ୍‌,୫ଟି ଅଫୁଟା ବୋମା,୩ଟି କଟୁରୀ ,ଗୋଟିଏ କାର, ୪ଟି ବାଇକ,କିଛି ଲଙ୍କା ଗୁଣ୍ଡ ଓ ଦଉଡି ଜବତ ହୋଇଛି । ଗିରଫ ୧୩ ଜଣଙ୍କ ମଧ୍ୟରୁ ୭ ଜଣ ପେସାଦାର ଅପରାଧୀ । ସମସ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି । ଗିରଫ ସମସ୍ତ ଡକାୟତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ଢେଙ୍କାନାଳ ଏସ୍‌ପି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!