Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିନି ହାର୍ଡକୋର ମାଓବାଦୀ ଗିରଫ

by ସଞ୍ଜୟ ସ୍ୱାଇଁ
June 1, 2025
in State
ତିନି ହାର୍ଡକୋର ମାଓବାଦୀ ଗିରଫ
14
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅଞ୍ଚଳରୁ ତିନି ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ । ଗିରଫ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣଙ୍କ ଉପରେ ୮ ଲକ୍ଷ ଓ ଜଣଙ୍କ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର। ତେବେ ଗିରଫ ମାଓବାଦୀମାନେ ସୁକୁମା ଓ ବିଜାପୁର ଜିଲ୍ଲାର ଅନେକ ହିଂସା କାଣ୍ଡରେ ଜଡିତ ଥିବା ସୁକୁମା ଏସପି କିରଣ ଚୌହାନ ସୁଚନା ଦେଇଛନ୍ତି । DRG ଓ CRPF ବାହିନୀର ମିଳିତ ଅପରେସନ ବେଳେ ଏମାନଙ୍କୁ ଗିରଫ କରାଯାଇଛି । ସେପଟେ ତେଲେଙ୍ଗାନା ମୁଲୁଗୁ ଜିଲ୍ଲାରେ ମାଓ ସଂଗଠନକୁ ଲାଗିଛି ଆଉ ଏକ ଝଟକା । ଟପ୍ ମାଓନେତା ଦାମୋଦର ଟିମର ୮ ଜଣ ହାର୍ଡକୋର ମାଓବାଦୀ ମୁଲୁଗୁ ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ତେଲେଙ୍ଗାନା ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ମୁଲୁଗୁ ଏସପି ଶବରୀଶ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!