Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨୮ ଗ୍ରାମ୍ ବ୍ରାଉନସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
May 10, 2025
in Crime, State
୨୨୮ ଗ୍ରାମ୍ ବ୍ରାଉନସୁଗାର ଜବତ, ୨ ଅଭିଯୁକ୍ତ ଗିରଫ
34
VIEWS
Share on FacebookShare on Twitter

ରେମୁଣା, (ବାଘୁଆବାର୍ତ୍ତା): ବାଲେଶ୍ବର ସହଦେବଖୁଣ୍ଟା ଥାନା ପୋଲିସ ଦ୍ବାରା ଅରଡ ବଜାର ମସଜିଦ ଲେନ୍ରୁ ୨୨୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ୨ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଗିରଫ ଅଭିଯୁକ୍ତ ହେଲେ ଅରଡ ବଜାର ମସଜିଦ ଲେନର ସେକ୍ ସାକିର ଓ ମୀନା ବିବି । ସେମାନଙ୍କ ନିକଟରୁ ନଗଦ ୧୮ ହଜାର ଟଙ୍କା ମଧ୍ୟ ଜବତ କରିଛି ପୋଲିସ । ଅଭିଯୁକ୍ତ ମାନେ ପଶ୍ଚିମବଙ୍ଗ ମୁର୍ଶିଦାବାଦରୁ ବ୍ରାଉନସୁଗାର ଆଣି ଅରଡ ବଜାରରେ ଛୋଟ ଛୋଟ ପୁଡିଆ କରି ବିକୁଥିଲେ । ଏ ସମ୍ପର୍କରେ ପୋଲିସ ଖବର ପାଇବା ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତ ମାନେ ଅନ୍ୟ ମାମଲାରେ ମଧ୍ୟ ଜଡିତ ଥିବା ପୋଲିସ ଜାଣିବାକୁ ପାଇଛି । ଏ ସମ୍ପର୍କରେ ସହଦେବଖୁଣ୍ଟା ଥାନାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏସ୍ପି ରାଜ ପ୍ରସାଦ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!