Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବନ୍ଧୁକ ସହ ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
March 30, 2024
in Crime, State
ଦୁଇ ବନ୍ଧୁକ ସହ ଦୁଇ ଗିରଫ
210
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୨ଟି ଦେଶୀ ବନ୍ଧୁକ ସହ ୨ ଅଭିଯୁକ୍ତ ଗିରଫ । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆକ୍ସନମୁଡରେ ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା ପୋଲିସ । ଅସାମାଜିକ କାର୍ଯ୍ୟକଳାପ ଉପରେ ରୋକ ଲଗାଇବା ପାଇଁ ଚଢାଉ ଜାରି ରଖିଛି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ବାଣୀଗୋଛା ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ନେଡିପଦର ଗାଁରେ ଚଢାଉ କରାଯାଇଥିଲା । ନେଡିପଦର ଗାଁର ବଶିଷ୍ଠ ବେହେରା ଓ ପ୍ରଦୀପ ବେହେରାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨ଟି ଦେଶୀ ବନ୍ଧୁକ ଜବତ କରିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!