Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶାରେ ଲୁଚିଥିଲେ ପଶ୍ଚିମବଙ୍ଗ ଅପରାଧୀ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
May 8, 2023
in Crime, State
ଓଡିଶାରେ ଲୁଚିଥିଲେ ପଶ୍ଚିମବଙ୍ଗ ଅପରାଧୀ, ବାନ୍ଧିଲା ପୁଲିସ
92
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପୁଲିସକୁ ଚକମା ଦେଇ ପଶ୍ଚିମବଙ୍ଗରୁ ଆସି ଓଡ଼ିଶାର ଏକ ତାରକା ହୋଟେଲରେ ଲୁଚିଥିଲେ ୪ଅପରାଧୀ। ହୋଟେଲରେ ରାତି ଅଧିଆ ଚଢ଼ାଉ କରି ଅପରାଧୀମାନଙ୍କୁ ମାଡ଼ିବସିଲା ପୁଲିସ। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋପାଳପୁରେ। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ଗିରିଶ ପାର୍କ ପୁଲିସ ଷ୍ଟେସନ ଅଞ୍ଚଳର। ଏକ ବନ୍ଧୁକ କାରବାର ମାମଲାରେ ଏହି ଅଭିଯୁକ୍ତ ମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବନ୍ଧୁକ କାରବାର ମାମଲାରେ ୪ଜଣ ଅପରାଧୀ ପୁଲିସକୁ ଚକମା ଦେଇ ଫେରାର ଥିଲେ। ଏହି ୪ ଅପରାଧୀ ଗୋପାଳପୁରର ଏକ ତାରକା ହୋଟେଲରେ ଲୁଚିଥିବା ପଶ୍ଚିମବଙ୍ଗ ଗିରିଶ ପାର୍କ ପୁଲିସ କୌଣସି ସୁତ୍ରରୁ ଖବର ପାଇଥିଲା। ଗତକାଲି ହୋଟେଲରେ ଚଢ଼ାଉ କରି ୪ ଜଣ ଅପରାଧୀଙ୍କୁ ଗିରଫ କରିଥିଲା। ପରେ ପଶ୍ଚିମବଙ୍ଗ ପୁଲିସ ଏହି ଅପରାଧୀମାନଙ୍କୁ ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ହାଜର କରି ଟ୍ରାଞ୍ଜିଟ ରିମାଣ୍ଡରେ ନେଇଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!