Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗିରଫ ହେଲେ ରୋଜଭ୍ୟାଲି ଓଡ଼ିଶା ମୁଖ୍ୟ ବିକ୍ରମଜିତ୍ ଭୌମିକ

by ସଞ୍ଜୟ ସ୍ୱାଇଁ
August 3, 2021
in Crime, State
ମଦ ପାଇଁ ଟଙ୍କା ଟଙ୍କା ନଦେବାରୁ ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ
125
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗିରଫ ହେଲେ ରୋଜଭ୍ୟାଲି ଓଡ଼ିଶା ମୁଖ୍ୟ ବିକ୍ରମଜିତ୍ ଭୌମିକ। ବିକ୍ରମଜିତଙ୍କୁ କୋଲକାତାରୁ ଗିରଫ କରିଛି ଅର୍ଥନୈତିକ ଅପରାଧିକ ଶାଖା। ଗିରଫ ପରେ ବାଲେଶ୍ୱର ଓପିଆଇଡି କୋର୍ଟରେ ହାଜର କରିଛି ଇଓଡବ୍ଲ୍ୟୁ। ଜମାକାରୀଙ୍କୁ ଅଧିକ ଲାଭର ଲୋଭ ଦେଖାଇ ୬ କୋଟିରୁ ଅଧିକ ଟଙ୍କା ଠକିଥିବା ନେଇ ଇଓଡବ୍ଲ୍ୟୁରେ ଅଭିଯୋଗ ହୋଇଥିଲା। ବିକ୍ରମଜିତଙ୍କୁ ପଶ୍ଚିମବଙ୍ଗର ମଇନାରୁ ଗିରଫ କରାଯାଇଥିବାବେଳେ ସେ ୨୦୧୩ ମସିହାରୁ ସେ ଫେରାର ଥିଲେ। ଏହି ମାମଲାରେ ୨୦୧୯ ନଭେମ୍ବର ୨୯ରେ ଶୁଭ୍ରାଙ୍କୁ ଇଡି ଲୁକ୍ ଆଉଟ୍ ନୋଟିସ୍ ଜାରି କରିଥିଲା। ଏହା ପରେ ୨୦୨୧ରେ ଜାନୁଆରି ୧୫ରେ ରୋଜଭ୍ୟାଲିର ମୁଖ୍ୟ ଗୌତମକୁଣ୍ଡୁଙ୍କ ସ୍ତ୍ରୀକୁ ଗିରଫ କରାଯାଇଥିଲା। ସିବିଆଇ ୨୦୧୫ରେ ଗୌତମ କୁଣ୍ଡୁଙ୍କ ଗିରଫ କରିଥିଲା। ଏଥିସହ ଗୌତମ କୁଣ୍ଡୁଙ୍କ ୨୩୦୦ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଥିଲା। ଯେଉଁଥିରେ ହୋଟେଲ, ରିସର୍ଟ ଆଦି ରହିଛି। ରୋଜ୍ ଭ୍ୟାଲି ସାଥି ୨୭ଟି କମ୍ପାନୀ ମାଧ୍ୟରେ ଚିଟଫଣ୍ଡ ସ୍କାମ କରି ଲୁଟ କରିଥିଲା। ରୋଜଭ୍ୟାଲି ଗ୍ରୁପ୍ ୧୫ ହଜାର କୋଟିର ସ୍କାମ କରିଥିବା ଅଭିଯୋଗ ହୋଇଥିଲା।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!