Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ଚିତ୍ରାଙ୍କନ ପ୍ରତିଯୋଗିତା

by ସଞ୍ଜୟ ସ୍ୱାଇଁ
June 4, 2025
in Nayagarh, State
ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ଚିତ୍ରାଙ୍କନ ପ୍ରତିଯୋଗିତା
39
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଓଡ଼ଗାଁ ବନାଞ୍ଚଳ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ବନାଞ୍ଚଳ ଅଧିକାରୀ ନିଖିଳେଶ ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ରଘୁନାଥ ବିଦ୍ୟାପୀଠ ଓ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୩୧ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ଏହି ଅବସରରେ ‘ପ୍ଲାଷ୍ଟିକ ପ୍ରଦୂଷଣ ବିରୁଦ୍ଧରେ ଲଢେଇ’ଶୀର୍ଷକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଆଦର୍ଶ ଶିକ୍ଷକ ପଞ୍ଚାନନ ପଣ୍ଡା,ରଞ୍ଜନ କୁମାର ଦାସ ବିଚାରକ ଦାୟିତ୍ୱ ତୁଲାଇଥିବାବେଳେ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ରମେଶଚନ୍ଦ୍ର ସାହୁ ଓ ଶିକ୍ଷୟିତ୍ରୀ ଯସଶ୍ୱିନୀ ମହାପାତ୍ର ସହଯୋଗ କରିଥିଲେ।ପ୍ରତିଯୋଗିତାରେ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମୋନାଲିସା ମହାପାତ୍ର ପ୍ରଥମ ସ୍ଥାନ,ରଘୁନାଥ ବିଦ୍ୟାପୀଠର ଜୟଶ୍ରୀ ଗୁରୁଚରଣ ରାଉତରାୟ ଦ୍ଵିତୀୟ,ଶର୍ମିଷ୍ଠା ପୃଷ୍ଟି ତୃତୀୟ ଓ ଦିବ୍ୟା ଅଭିଲିପ୍ସା ଚତୁର୍ଥ ସ୍ଥାନ ହାସଲ କରିଥିଲେ।ବନପାଳ ସରିତା ବରାଳ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଫରେଷ୍ଟ ଗାର୍ଡ ସୌମ୍ୟରଞ୍ଜନ ଦଳେଇ ସହଯୋଗ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!