Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆର୍ଟ ପଏଣ୍ଟ ପକ୍ଷରୁ ଅକ୍ଷୟ ସଂନ୍ଧ୍ୟା

by ସଞ୍ଜୟ ସ୍ୱାଇଁ
November 23, 2019
in Nayagarh, State
15
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଓଡ଼ିଆ ଶ୍ରୋତାର ପ୍ରାଣ ବିଶିଷ୍ଟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ସ୍ମୃତିରେ ସ୍ଥାନୀୟ ହୋଟେଲ ନୀଳମାଧବ ପରିସରରେ ଅକ୍ଷୟ ସଂନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି । ଆର୍ଟ ପଏଣ୍ଟର ଆବାହକ ବିଜୟ ମହାପାତ୍ରଙ୍କ ତତ୍ୱାବଧାନରେ ସାହିତ୍ୟିକ ଡ. ବିଜୟ କୁମାର ଚୈଧୁରୀ, ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟିତ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଅକ୍ଷୟ ମହାନ୍ତିଙ୍କ ସୁପୁତ୍ର ଚନ୍ଦ୍ରଭାନୁ ମହାନ୍ତି ଯୋଗଦାନ କରିଥିଲେ । ସଂଗୀତ ଆସରରେ ନୟାଗଡ଼ ସହରର ବହୁ ଶ୍ରୋତା ଯୋଗ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!