Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଳିତଙ୍କୁ ଆକ୍ରମଣ ନେଇ ବର୍ଷିଲେ ଅରୁଣ

by ସଞ୍ଜୟ ସ୍ୱାଇଁ
June 24, 2025
in Nayagarh
ଦଳିତଙ୍କୁ ଆକ୍ରମଣ ନେଇ ବର୍ଷିଲେ ଅରୁଣ
237
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଗୋ-ସୁରକ୍ଷା ନାଁରେ ଦଳିତଙ୍କୁ ନିର‌୍ୟାତନା ଘଟଣାକୁ ନେଇ ତେଜିଲା ରାଜନୀତି । ବର୍ଷିଲେ ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି, ରାଜ୍ୟରେ ଅରାଜକତା ବଢିଯାଇଛି । ଦଳିତ ଓ ଆଦିବାସୀ ଉପରେ ଅତ୍ୟାଚାର ବଢି ଯାଇଛି । ଗୋ-ସୁରକ୍ଷା ନାଁରେ ତୃଣମୂଳସ୍ତରରେ ଲୋକଙ୍କ ଉପରେ ଅମାନୁଷିକ ଅତ୍ୟାଚାର କରୁଛନ୍ତି । ଗୋ-ସୁରକ୍ଷା ଆମ ସମସ୍ତଙ୍କ କର୍ତ୍ତବ୍ୟ । ହେଲେ ଗୋ-ସୁରକ୍ଷା ଆଳରେ ଚାନ୍ଦା ଆଦାୟ କରୁଛନ୍ତି । ରାଜ୍ୟ ସରକାର ଦଳିତ, ଆଦିବାସୀ ଓ ପଛୁଆ ଜାତି ବିରୋଧୀ । ଯାହା ଘଟଣା ଘଟିଛି ଧରାକୋଟରେ ତାହା ଭାରତ ବର୍ଷରେ ଲଜ୍ଜାକର ଘଟଣା । ଟ୍ରମ୍ପ ସରକାର କହିଲେ ଓଡ଼ିଶାକୁ କେହି ଯାଅନା, ଏମାନେ ଲୋକଙ୍କ ଉପରେ ଅତ୍ୟାଚାର କରି ତାହା ପ୍ରମାଣିତ କରିଛନ୍ତି । ଲୋକଙ୍କ ସରକାର କେବଳ କଥା କହୁଛନ୍ତି, ହେଲେ କାମରେ କରି ଦେଖାଉନାହାନ୍ତି ବୋଲି ଅରୁଣ ସାହୁ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!