Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୌରାଞ୍ଚଳର ସମସ୍ତ ବିକାଶ ମୁଳକ କାର୍ଯ୍ୟ ବର୍ଷା ପୂର୍ବରୁ ସାରିବା ପାଇଁ ଅରୁଣଙ୍କ ପରାମର୍ଶ

by ସଞ୍ଜୟ ସ୍ୱାଇଁ
May 16, 2022
in Nayagarh, State
ପୌରାଞ୍ଚଳର ସମସ୍ତ ବିକାଶ ମୁଳକ କାର୍ଯ୍ୟ ବର୍ଷା ପୂର୍ବରୁ ସାରିବା ପାଇଁ ଅରୁଣଙ୍କ ପରାମର୍ଶ
438
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପୌରାଞ୍ଚଳରେ ଆଜି ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ. ଅରୁଣ କୁମାର ସାହୁ ବିଭିନ୍ନ ପ୍ରକଳ୍ପ ବୁଲି ସଠିକ ସମୟରେ କାର୍ଯ୍ୟ ସମାପ୍ତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ନୟାଗଡ଼ ଖେଳ ପଡିଆ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଜାତୀୟ ରାଜପଥର ଡ୍ରେନେଜ କାର୍ଯ୍ୟ ସମାପ୍ତ କରିବା ସହ ସଫେଇ କରିବା ପାଇଁ ପରାମର୍ଶ ଦେଇଛନ୍ତି । ବର୍ଷା ପୂର୍ବରୁ ସମସ୍ତ ଡ୍ରେନ ଗୁଡ଼ିକ ସଫା କରିବା ସହ ସହରକୁ ସରଶ ସୁନ୍ଦର କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିସହିତ ଦେବୋତ୍ତର କଲୋନିରେ ଚାଲିଥିବା ଡ୍ରେନେଜ କାର୍ଯ୍ୟ ବର୍ଷା ପୂର୍ବରୁ ଶେଷ କରିବା ପାଇଁ ବିଭାଗିୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ଇନ୍ଡୋର ଷ୍ଟାଡିୟମ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ, ବଡ଼ ଟ୍ରକ ରହିବା ପାଇଁ ଯେଉଁ ସ୍ଥାନ ନିରୁପଣ କରାଯାଇଛି ଉକ୍ତ ସ୍ଥାନରେ ପାନୀୟ ଜଳର ସୁବିଧା କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିସହିତ ନୟାଗଡ଼ ବଲାଙ୍ଗି ପାର୍କ ଜାଇ ସମସ୍ତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଡଃ.ସାହୁ ପରାମର୍ଶ ଦେଇଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ପୌରାଞ୍ଚଳର ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା ପରିଷଦ ସରୋଜ ରଣସିଂ ଓ ନୟାଗଡ଼ ପୌରାଞ୍ଚଳର ସମସ୍ତ କାଉନସିଲର ମାନେ ଯୋଗ ଦେଇଥିଲେ । ସମସ୍ତ ବିଭାଗର ଅଧିକାରିମାନେ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!