Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିଟ୍ ଫଣ୍ଡ୍ ମାମଲା, ବିଜେପିକୁ ଅରୁଣଙ୍କ ତେରଛା ବାଣ

by ସଞ୍ଜୟ ସ୍ୱାଇଁ
May 20, 2025
in State
ଚିଟ୍ ଫଣ୍ଡ୍ ମାମଲା, ବିଜେପିକୁ ଅରୁଣଙ୍କ ତେରଛା ବାଣ
149
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚିଟ୍ ଫଣ୍ଡ୍ କାଗଜ ପତ୍ର ଖୋଜିବା ଦାୟିତ୍ବ ସରକାରଙ୍କର । ବିଜେପି କ୍ଷତିଗ୍ରସ୍ତଙ୍କୁ ଚିଟ୍ ଫଣ୍ଡ ଟଙ୍କା ଫେରସ୍ତ ନେଇ ନିର୍ବାଚନୀ ଇସ୍ତାହାରରେ କହିଥିଲା । ନିଜ କାନ୍ଧରୁ ଜୁଆଣି ଖସାନ୍ତୁ ନାହିଁ କହି ସରକାରଙ୍କୁ ତେରଛା ବାଣ ମାରିଛନ୍ତି ବିଜେଡି ନୟାଗଡ଼ ବିଧାୟକ ଅରୁଣ ସାହୁ । ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପଛୁଆ ବର୍ଗଙ୍କୁ ସଂରକ୍ଷଣ ନେଇ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏହି ସମୟରେ ଚିଣ୍ଡ ଫଟ୍ କେସକୁ ନେଇ ପ୍ରଶ୍ନ ପଚରାଯିବାକୁ ସେ କହିଥିଲେ, ଚିଟ୍ ଫଣ୍ଡ୍ କାଗଜ ପତ୍ର ଖୋଜା ଚାଲିଛି । କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ତେବେ ଏହାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ତେରଛା ବାଣ ମାରିଛନ୍ତି । ସେ କହିଛନ୍ତି, ସବୁ କଥାରେ ୨୪ ବର୍ଷକୁ ଦୋଷ ଦେଲେ ହେବନାହିଁ । କିଛି ନକରିପାରିଲେ ୨୪ ବର୍ଷକୁ ଦୋଷ ଦେଉଛନ୍ତି । ଏବେ ସରକାରରେ ଅଛନ୍ତି, ଚିଟ୍ ଫଣ୍ଡ୍ କାଗଜ ଖୋଜିବା ଦାୟିତ୍ଵ ଆପଣଙ୍କର ବୋଲି କହିଛନ୍ତି ଅରୁଣ ସାହୁ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!