Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ଲବ ତରଫରୁ ଖାଦ୍ୟ ବଣ୍ଟନ

by ସଞ୍ଜୟ ସ୍ୱାଇଁ
April 5, 2020
in Lifestyle
କ୍ଲବ ତରଫରୁ ଖାଦ୍ୟ ବଣ୍ଟନ
16
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ପାରାଢିପି ପଂଚାୟତରେ ମା ତାରିଣୀ କ୍ଲବ ତରଫରୁ ଅସହାୟଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି । କ୍ଲବର ସଭାପତି ଅମୁଲ୍ୟ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ପ୍ରତ୍ୟେକ ଦିନ ଶତାଧିକ ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି । ଏହି କାର୍ଯ୍ୟକୁ ଅଂଚଳବାସୀ ସମର୍ଥନ ଜଣାଇଥିବା ବେଳେ ପ୍ରଂଶସା କରିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!