Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ଓୟୁଏଟିର ସମାବର୍ତ୍ତନ ଉତ୍ସବ

by ସଞ୍ଜୟ ସ୍ୱାଇଁ
December 20, 2019
in Education, Society, State
ଆସନ୍ତାକାଲି ଓୟୁଏଟିର ସମାବର୍ତ୍ତନ ଉତ୍ସବ
69
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର ୩୮ ତମ ସମାବର୍ତ୍ତନ ଉତ୍ସବ ଆସନ୍ତାକାଲି ଅନୁଷ୍ଠିତ ହେବ । ବିଶ୍ୱବିଦ୍ୟାଳୟ କୁଳାଧିପତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଇନ୍ଫାଲ ସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟର କୁଳଧିପତି ପ୍ରଫେସର ଏସ୍ . ଆୟାପାନ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଓୟୁଏଟିର ଉପ କୂଳାଧିପତି ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, କୂଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲ ଉକ୍ତ ଉତ୍ସବରେ ଉପସ୍ଥିତ ରହିବେ । କୃତ୍ତି ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ମେଡାଲ ପ୍ରଦାନ କରାଯିବା ସହ ପ୍ରଧାନମନ୍ତ୍ରୀଙ୍କ ପ୍ରମୂଖ ସଚିବ ପି.କେ ମିଶ୍ର ଏବଂ ନାଲୋକର ପୂର୍ବତନ ଅଧ୍ୟକ୍ଷ ଅଂଶୁମାନ ଦାଶଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!