Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଠିକ୍ ସମୟରେ ମିଳୁନି କେନ୍ଦ୍ରୀୟ ଅନୁଦାନ

by ସଞ୍ଜୟ ସ୍ୱାଇଁ
March 12, 2021
in Feature News, State
ସଠିକ୍ ସମୟରେ ମିଳୁନି କେନ୍ଦ୍ରୀୟ ଅନୁଦାନ
228
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କେନ୍ଦ୍ର ସରକାର ଆମେ ସବୁ ଦେଉଛି କହି ଦେଶସାରା ଡିଣ୍ଡିମ ପଟୁଥିବା ବେଳେ ଓଡ଼ିଶାକୁ ଅନୁଦାନ ଦେବାରେ ପାତର ଅନ୍ତର କରୁଛନ୍ତି । ଯାହାପାଇଁ ସଠିକ୍ ସମୟରେ ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ମିଳୁନଥିବା ଅଭିଯୋଗ ହୋଇଛି । କେନ୍ଦ୍ର ସରକାରଙ୍କ ଉପରେ ରାଜ୍ୟର ୧୨ଟି ବିଭାଗର ୪୬୨୫ କୋଟି ବାକିଥିବା ଜଣାପଡିଛି । ଯାହାଫଳରେ ରାଜ୍ୟ ଅର୍ଥବିଭାଗର ପ୍ରମୁଖ ସଚିବ ଅଶୋକ ମୀନା କେନ୍ଦ୍ରୀୟ ଯୋଜନା ଅର୍ଥ ଦେଉନଥିବା ନେଇ ଚିଠି ଲେଖୀଥିବା ଜଣାପଡିଛି । ସୂଚନାନୁସାରେ, ପଞ୍ଚାତିରାଜ ବିଭାଗର ୮୯୪.୯୯କୋଟି, ସ୍କୁଲ ଓ ଗଣଶିକ୍ଷା ବିଭାଗର ୫୯୮କୋଟି, ଗୃହ, ନଗର ଉନ୍ନୟନ ଓ ମହିଳା ଶିଶୁ ବିକାଶ ବିଭାଗର ୫୯୦.୭୫କୋଟି, କୃଷି ବିଭାଗର ୫୬୮କୋଟି, ଅର୍ଥ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ୯୨୪କୋଟି ଟଙ୍କା କେନ୍ଦ୍ରୀୟ ଅନୁଦାନ ରାଜ୍ୟକୁ ମିଳିନଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!