Thursday, June 19, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
May 23, 2025
in Crime, State
କଫ ସିରପ ଚୋରି, ଏଏସଆଇ ନିଲମ୍ବିତ
38
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): କଫ ସିରପ ଚୋରି ଅଭିଯୋଗରେ ଏଏସଆଇ ନିଲମ୍ବିତ। ସମ୍ବଲପୁର ଟାଉନ ଥାନା ଏଏସଆଇ ବିଦ୍ୟୁତ ପଣ୍ଡା ନିଲମ୍ବିତ ହୋଇଛନ୍ତି। ନିଲମ୍ବନ କରିଛନ୍ତି ସମ୍ବଲପୁର ଏସପି। ତାଙ୍କ ନିକଟରୁ ୨ ପେଟି କଫ ସିରପ ଜବତ ହୋଇଛି। ନୂତନ ଭାବେ ଏଏସଆଇକୁ ପଦୋନ୍ନତି ପାଇଥିଲେ ଏହି ଟାଉନ ଥାନା ଅଧିକାରୀ ଜଣଙ୍କ। ନିକଟରେ ଟାଉନ ପୋଲିସ ପ୍ରାୟ ୧୫ ହଜାର ନିଶା କଫ ସିରପ ଜବତ କରିଥିଲା। ସେହି କଫସିରଫ ସବୁ ଥାନା ମାଲଖାନାରେ ରଖାଯାଇଥିବା ବେଳେ ଏଏସଆଇ ବିଦ୍ୟୁତ ପଣ୍ଡା ଚଞ୍ଚକତା କରି ଦୁଇ ପେଟି କଫ ସିରଫ ଚୋରି କରିଥିଲେ। ପରବର୍ତ୍ତୀ ସମୟରେ ଅନ୍ୟ ଅଧିକାରୀ ମାନେ ଏହା ଜାଣିବାକୁ ପାଇଥିଲେ। ଏହି ଘଟଣା ସମ୍ବଲପୁର ଏସପି ଜାଣିବା ପରେ ବିଦ୍ୟୁତ ପଣ୍ଡାକୁ ନିଲମ୍ବିତ କରିବା ସହ ଦୁଇ ପେଟି କଫ ସିରଫ ଜବତ କରିଛନ୍ତି।

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଘୁଞ୍ଚିଲା ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

June 16, 2025
ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

ହତ୍ୟା ଘଟଣା, ବାପା ଓ ପୁଅ ସମେତ ୪ ଗିରଫ

June 16, 2025
କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

କଳା ବ୍ୟାଚ୍ ପିନ୍ଧିଲେ ବନ କର୍ମଚାରୀ

June 16, 2025
ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

ସାଇ ସମିତି ପକ୍ଷରୁ ରଜ ଉତ୍ସବ ପାଳନ

June 16, 2025
ଦଣ୍ଡୋର ଜିତୁନ୍ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଦଣ୍ଡୋର ଜିତୁନ୍ ମେମୋରିଆଲ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

June 16, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!