Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଂଲାଦେଶରେ ଏସିଆ କପ୍-୨୦୨୨:ଆୟୋଜନ କରିବା ପାଇଁ ମିଳିପାରେ ଅନୁମତି

by ସଞ୍ଜୟ ସ୍ୱାଇଁ
May 24, 2022
in NATIONAL NEWS, Sports
ବାଂଲାଦେଶରେ ଏସିଆ କପ୍-୨୦୨୨:ଆୟୋଜନ କରିବା ପାଇଁ ମିଳିପାରେ ଅନୁମତି
29
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଏସିଆ କପ କ୍ରିକେଟ ୨୦୨୨ ଆୟୋଜନ ଅଧିକାର ବାଂଲାଦେଶକୁ ମିଳିପାରେ । ଅବଶ୍ୟ ଏ ନେଇ କୌଣସି ବିଧିବଦ୍ଧ ଘୋଷଣା କରାଯାଇ ନାହିଁ । ଏସିଆନ କ୍ରିକେଟ କାଉନସିଲ ଏହାର ଆୟୋଜନ ଅଧିକାର ଶ୍ରୀଲଙ୍କାକୁ ପ୍ରଦାନ କରିଥିଲା । ମାତ୍ର ସେଠାରେ ଦେଶ ଆର୍ଥୀକ ସଙ୍କଟ ଦେଇ ଗତି କରୁଥିବାରୁ ଏହାର ବିକଳ୍ପ କଥା ଏସିିସି ଚିନ୍ତା କରିବା ଆରମ୍ଭ କରିଛି । ଭାରତ ଓ ପାକିସ୍ତାନ ପୂର୍ବରୁ ଏଥିରୁ ଓହରି ଯାଇଛନ୍ତି । ଫଳରେ ବାଂଲାଦେଶ ଉପରେ ସମସ୍ତ ଆଶା ରଖାଯାଇଛି । ଏସିଆ କପ ୨୭ ଅଗଷ୍ଟ ୨୦୨୨ରୁ ୧୧ ସେପ୍ଟେମ୍ବର ପର୍ୟ୍ୟନ୍ତ ଆୟୋଜିତ ହେବାକୁ ସ୍ଥିର ହୋଇଛି । ସୂଚନାଯୋଗ୍ୟ, ଇତି ମଧ୍ୟରେ ପାକିସ୍ତାନ ଏହାର ଶ୍ରୀଲଙ୍କା ଗସ୍ତ କାର୍ୟ୍ୟସୂଚୀକୂ ରଦ୍ଦ କରିଛି । ଶ୍ରୀଲଙ୍କା ସରକାର ଦେଶର ଅର୍ଥନୀତିକୁ ସମ୍ଭାଳିବା ପାଇଁ ଜନ ସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି । ବାଂଲାଦେଶ ଅବଶ୍ୟ ଏହି ସିରିଜ ଆୟୋଜନ ନ କରିବା ନେଇ କୌଣସି ପଦକ୍ଷେପ ଗ୍ରହଣ କରି ନାହିଁ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!