Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

by ସଞ୍ଜୟ ସ୍ୱାଇଁ
April 11, 2026
in Nayagarh, Politics
ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ
75
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ  ନିର୍ଦ୍ଦେଶ ଅନୁସାରେ ନୟାଗଡ଼ ଡିସିସି ପକ୍ଷରୁ କଂଗ୍ରେସ ସଭାପତି ତଥା ଦେଶର ପ୍ରମୁଖ ଦଳିତ ନେତା ମଲ୍ଲୀକାର୍ଜୁନ ଖଡ଼ଗେଙ୍କ ପ୍ରତି ଅଶାଳୀନ, ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶଙ୍କ ନେତୃତ୍ୱରେ ଆସାମ ବିଜେପି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱସର୍ମା ଙ୍କ କୁଶପୁତ୍ତଳିକା ନୟାଗଡ଼ କୋର୍ଟ ଛକରେ ଦାହ କରାଯାଇଛି । ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଡିସିସି ଉପସଭାପତି ଫକୀର ଚରଣ ମଲ୍ଲ, ସାଧାରଣ ସମ୍ପାଦକ ପୀତବାସ ଖୁଣ୍ଟିଆ, ନୟାଗଡ଼ ପୌର ପରିଷଦ କଂଗ୍ରେସ ସଭାପତି ରାଜକିଶୋର ଜେନା, ଡିସିସି ଦଳିତ କଂଗ୍ରେସ ସଭାପତି ଜିତେନ୍ଦ୍ର ଦଳେଇ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍ର, କଂଗ୍ରେସ ନେତା ଦେବାଶିଷ ମହାପାତ୍ର, ଅନ୍ତର୍ଯ୍ୟାମୀ ସାହୁ, ସରାଫତ ଖାଁ ଙ୍କ ସମେତ ବହୁ ଯୁବ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତ୍ତା ଯୋଗ ଦେଇ ଏହି କୁତ୍ସିତ ତଥା ବିକୃତ ମସ୍ତିଷ୍କ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!