Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ରାଜରାସ୍ତାରେ ଆତଙ୍କରାଜ

by ସଞ୍ଜୟ ସ୍ୱାଇଁ
May 13, 2025
in State
ରାଜଧାନୀ ରାଜରାସ୍ତାରେ ଆତଙ୍କରାଜ
99
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଗୋଟିଏ ଦିନରେ ରାଜଧାନୀ ଭୁବନେଶ୍ବରର ଦୁଇ ଦୁଇଟି ସ୍ଥାନରେ ଆତଙ୍କ ରଚିଲେ ଦୁର୍ବୃତ୍ତ । ଶିଶୁଭବନ ଛକରେ ଗୋଟିଏ ଗୋଷ୍ଠୀ ଜଣେ ଯୁବକଙ୍କୁ ନିର୍ମମ ଭାବେ ହାଣିଥିବା ବେଳେ ଗଭର୍ଣ୍ଣର ହାଉସ ଛକ ନିକଟରେ ଆଉ ଜଣଙ୍କୁ ହାଣିଛନ୍ତି । ଶିଶୁଭବନ ଟ୍ରାଫିକ ଛକରେ ଟ୍ୟାକ୍ସି ଗାଡ଼ି ନମ୍ବର ଥିବା ଏକ ସ୍ବିଫ୍ଟ କାରରେ ଆସି କିଛି ଯୁବକ ଆତଙ୍କ ଖେଳାଇ ଜଣଙ୍କୁ ହାଣିଛନ୍ତି ଓ ଅନ୍ୟପଟେ ଗଭର୍ଣ୍ଣର ହାଉସ ଛକ ନିକଟରେ ୫ଟି ବାଇକରେ ୧୦ରୁ ୧୫ଜଣ ଆସି ଯୁବକଙ୍କୁ ଖଣ୍ଡା ଓ କାତିରେ ଆକ୍ରମଣ କରିଛନ୍ତି । ଶିଶୁଭବନ ଛକରେ ୭ରୁ ୮ଜଣ ଯୁବକ ରାସ୍ତା ଉପରେ ବାଇକକୁ ଧକ୍କା ଦେବା ପରେ, ହାତରେ ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଥିଲେ । ଉଭୟ ଘଟଣା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହୋଇଥିବା ଜଣାପଡିଛି । ଆହତଙ୍କ ଭିତରୁ ଜଣେ ଗୁରୁତର ଥିବା ବେଳେ ତାଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଆଉ ଜଣେ ଆହତ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦୁଇଟି ଘଟଣାରେ ହାଣିସାରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!