Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟନ୍ତୀଙ୍କୁ ମିଳିଲା ସ୍ୱର୍ଣ୍ଣ

by ସଞ୍ଜୟ ସ୍ୱାଇଁ
March 26, 2021
in Breaking, Sports, State
ଜୟନ୍ତୀଙ୍କୁ ମିଳିଲା ସ୍ୱର୍ଣ୍ଣ
140
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଜାତୀୟ ପାରା ଆଥଲେଟିକ୍ ଚାମ୍ପିଅନସିପରେ ଜୟନ୍ତୀ ବେହେରାଙ୍କୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଥିବା ଜଣାପଡିଛି । ସୂଚନାନୁସାରେ, ଜାତୀୟ ପାରା ଆଥଲେଟିକ ଚାମ୍ପିଅନସିପ୍ରେ ଓଡ଼ିଶା ଆଥଲେଟିକ୍ ଜୟନ୍ତୀ ବେହେରା ସାମିଲ ହୋଇଥିଲେ । ୨୦୦ମିଟର ଦୌଡ଼ରେ ତାଙ୍କୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି । ୨୬.୪୯ସେକେଣ୍ଡରେ ୨୦୦ମିଟର ଅତିକ୍ରମ କରି ସ୍ୱର୍ଣ୍ଣ ପଦକ ହାତେଇଥିବା ବେଳେ ପୂର୍ବରୁ ଜୟନ୍ତୀ ବେହେରା ୪୦୦ମିଟର ଦୌଡରେ ସ୍ୱର୍ଣ୍ଣ ପଦକ ଆଣି ଓଡ଼ିଶାକୁ ଗୌରବାନିତ କରିଥିବା ବେଳେ ଆଜି ଆଉ ଏକ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଜୟନ୍ତୀଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!