Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଆ ଓ ପୁଅକୁ ହାଣିଦେଲେ

by ସଞ୍ଜୟ ସ୍ୱାଇଁ
May 3, 2021
in Crime, Nayagarh
ମାଆ ଓ ପୁଅକୁ ହାଣିଦେଲେ
267
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭାଗ ଚାଷକୁ କେନ୍ଦ୍ର କରି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଘୁଗୁଡ଼ିପଡ଼ା ପଞ୍ଚାୟତ ଅନ୍ତର୍ଗତ ବସନ୍ତପୁର ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି । ବସନ୍ତପୁର ଗ୍ରାମର ବିପ୍ର ନାୟକଙ୍କ ଜମିକୁ ଉକ୍ତ ଗ୍ରାମର ନିରଞ୍ଜନ ମୁଦୁଲି ଭାଗ ଚାଷ କରୁଥିଲେ । ଚଳିତ ବର୍ଷ ପାଇଁ ବିପ୍ର ତାଙ୍କ ଜମି ଚାଷ କରିବାକୁ ନିରଞ୍ଜନକୁ ବାରଣ କରି ଦେଇଥିଲେ । ଏହାକୁ ନେଇ ଆଜି ନିରଞ୍ଜନ ଏବଂ ଅନ୍ୟ କିଛି ବ୍ୟକ୍ତି ବିପ୍ର ଏବଂ ତାଙ୍କ ମାଆଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଗୁରୁତର କରି ଦେଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତୀ କରିଥିବା ବେଳେ ସେମାନେ ଚିକିତ୍ସିତ ହୋଇଥିବା ଜଣାଯାଇଛି । ଚିକିତ୍ସା ପରେ ବିପ୍ର ଏହି ଘଟଣାକୁ ନେଇ ଦଶପଲ୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!