Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୁମାଛି ଆକ୍ରମଣରେ ଗଲା ବାପା-ଝିଅଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
October 11, 2021
in State
ମହୁମାଛି ଆକ୍ରମଣରେ ଗଲା ବାପା-ଝିଅଙ୍କ ଜୀବନ
102
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ମହୁମାଛି ମାରି ଦେଲେ । ମହୁମାଛି ଆକ୍ରମଣରେ ଗଲା ବାପା-ଝିଅଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାଜଗାଙ୍ଗପୁର ବ୍ଲକ ପାନପୋଷ ପଞ୍ଚାୟତର ଗୌନ୍ତିଆ ପଡ଼ାରେ ମହୁମାଛି ଆକ୍ରମଣରେ ବାପା-ଝିଅଙ୍କର ଅକାଳ ବିୟୋଗ ହୋଇଛି । ମୃତକମାନେ ହେଲେ ଗୁରୁ ବନଛୋର ଓ ତାଙ୍କ ଝିଅ ମୀନା ବନଛୋର । ଗତକାଲି ସେମାନେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ଜଙ୍ଗଲରୁ କାଠ ଧରି ଫେରୁଥିବା ବେଳେ ଆକ୍ରମଣ କରିଥିଲେ ମହୁମାଛି । ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ରାଉରକେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରଥମେ ବାପା ଓ ପରେ ଚିକିତ୍ସାଧୀନ ଅବସ୍ଥାରେ ଝିଅ ଆଖି ବୁଜିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!