Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇକୁ ହାଣିଲା ଭାଇ

by ସଞ୍ଜୟ ସ୍ୱାଇଁ
March 31, 2025
in Crime, State
ଭାଇକୁ ହାଣିଲା ଭାଇ
64
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଘର ମାଲିକାନା ହାତେଇବା ପାଇଁ ଭାଇକୁ ହାଣିଲା ଭାଇ। ସାନ ଭାଇର ହାତ ହାଣି ଦେଇଛି ବଡ ଭାଇ। ଏହି ଅଭିଯୋଗ ଆସିଛି ଭୁବନେଶ୍ଵର ଭରତପୁର ଅଞ୍ଚଳରେ। ଗତକାଲି ସଂଧ୍ୟାରେ ଅଶୋକ ମହାରଣାଙ୍କୁ ଗୋଡେଇ ଗୋଡେଇ ହାଣିଛି ତାଙ୍କ ଭାଇ ସୂର୍ଯ୍ୟ ମହାରଣା। ବଞ୍ଚେଇବାକୁ ଆସିଥିବା ପଡ଼ୋଶୀଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ। ଭରତପୁରରେ ଥିବା ଏକ ଘରକୁ ହାତେଇବାକୁ ନେଇ ଦୀର୍ଘ ଦିନ ଧରି ଉଭୟଙ୍କ ମଧ୍ୟରେ ତିକ୍ତତା ଦେଖିବାକୁ ମିଳୁଥିଲା। ଗତ ସନ୍ଧ୍ୟାରେ ଏହା ଉଗ୍ରରୂପ ନେଇଥିଲା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତ ଧରି ଥାନାକୁ ଆଣିବା ବେଳେ ଉତ୍ୟକ୍ତ ଲୋକେ ଅଭିଯୁକ୍ତଙ୍କୁ ମାଡ ମାରିବା ସହିତ ପୋଲିସ ଭ୍ୟାନ ଭାଙ୍ଗି ଦେଇଥିବାର ଅଭିଯୋଗ ହୋଇଛି। ଲୋକଙ୍କ ଆକ୍ରମଣରେ ଥାନାଧିକାରୀ ଓ କିଛି ପୋଲିସ କର୍ମଚାରୀ ଆହତ ହୋଇଥିବାର ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!