Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ୍ବୁଲାନ୍ସ ଦୁର୍ଘଟଣାରେ ଦୁଇ ଗୁରୁତର

by ସଞ୍ଜୟ ସ୍ୱାଇଁ
November 28, 2019
in Accident, Nayagarh, State
30
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଶରଣକୂଳ ରାସ୍ତାର କଟରାଝରୀ ବନ୍ଧଠାରେ ଏକ ଘରୋଇ ଆମ୍ବୁଲାନ୍ସ ଧକ୍କାରେ ଦୁଇ ଜଣ ଗୁରତର ହୋଇଛନ୍ତି । ସେମାନେ ହେଲେ ମଗରବନ୍ଧ ଗ୍ରାମର ଖଦାଳ ନାୟକ ଏବଂ ଗୁଣ୍ଡରିବାରି ଗ୍ରାମର ଦୋସେଇ ବାରିକ । ସୂଚନାନୁସାରେ, ଖଦାଳ ଗାଡ଼ି ପଲ୍ୟୁସନ ପରୀକ୍ଷା ପାଇଁ ଶରଣକୂଳ ଯାଇ ଫେରୁଥିବା ବେଳେ ଦୋସେଇ ତାଙ୍କ ସହ ଫେରୁଥିବା ବେଳେ କଟରାଝରୀଠାରେ ପେଟ୍ରୋଲ ପମ୍ପଠାରେ ତେଲ ପକାଇ ବାହାରକୁ ଆସିବା ବେଳକୁ ଏକ ଘରୋଇ ଆମ୍ବୁଲାନ୍ସ ତାଙ୍କୁ ସାମନା ପଟୁ ଧକ୍କା ଦେଇଥିଲା । ଘଟଣାସ୍ଥଳରୁ ସ୍ଥାନୀୟ ଲୋକେ ଦୁଇଜଣଙ୍କ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!