Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନିକିଆ କ୍ରିକେଟରୁ ଅବସର ନେଲେ ସ୍ମିଥ୍

by ସଞ୍ଜୟ ସ୍ୱାଇଁ
March 5, 2025
in NATIONAL NEWS, Sports, State
ଦିନିକିଆ କ୍ରିକେଟରୁ ଅବସର ନେଲେ ସ୍ମିଥ୍
72
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦିନିକିଆ କ୍ରିକେଟରୁ ଅବସର ନେଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍ । ଚାମ୍ପିଅନ୍ସ ଟ୍ରଫି ସେମି ଫାଇନାଲରେ ପରାଜୟ ପରେ ଦିନିକିଆ କ୍ରିକେଟରୁ ଅବସର ନେଲେ ଷ୍ଟିଭ୍ । ଗତକାଲି ଦୁବାଇରେ ଭାରତ ବିପକ୍ଷ ମ୍ୟାଚରେ ପରାଜୟ ହୋଇଥିଲା ଅଷ୍ଟ୍ରେଲିଆ । ୧୭୦ଟି ଦିନିକିଆ ଖେଳି ଶେଷରେ ଅବସର ଘୋଷଣା କଲେ ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ । ତେବେ ଗତକାଲି ଟିମ୍ ଇଣ୍ଡିଆ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲେ ସ୍ମିଥ । ୯୬ଟି ବଲରେ ୭୩ ରନ୍ କରିଥିଲେ ସ୍ମିଥ ମାତ୍ର ତାଙ୍କ ଦମଦାର ପ୍ରଦର୍ଶନ ସତ୍ବେ ଅଷ୍ଟ୍ରେଲିଆ ହାରିଯାଇଛି । ଆଉ ଏହି ପରାଜୟ ପରେ ଦିନିକିଆରୁ ସନ୍ନ୍ୟାସ ନେଇଛନ୍ତି ସ୍ମିଥ୍ । ୨୦୧୫ ଏବଂ ୨୦୨୩ରେ ଅଷ୍ଟ୍ରେଲିଆ ଦିନିକିଆ ବିଶ୍ବକପ୍ ବିଜେତା ହୋଇଥିବା ବେଳେ ସ୍ମିଥ୍ ଏହି ବିଜୟୀ ଟିମରେ ଥିଲେ ଯାହା ତାଙ୍କ ପାଇଁ ଏକ ସୁବର୍ଣ୍ଣ ଏବଂ ସ୍ମରଣୀୟ ମୁହୂର୍ତ୍ତ ବୋଲି କହିଛନ୍ତି ସ୍ମିଥ୍ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!