ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ
ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଅଗ୍ରଣୀ ସାଂସ୍କୃତିକ ବହୁମୁଖୀ ପ୍ରତିଷ୍ଠାନ "ଜାତୀୟ ସଙ୍ଗୀତ କଳାକେନ୍ଦ୍ର" ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ମହା ସମାରୋହରେ ପାଳିତ ହୋଇଯାଇଛି।...








