ଜିଲ୍ଲା କଂଗ୍ରେସ ପକ୍ଷରୁ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରସଙ୍ଗ
ନୟାଗଡ଼ (ବାଘୁଆବାର୍ତ୍ତା): ପେଟ୍ରୋଲ ଡିଜେଲ ରନ୍ଧନଗ୍ୟାସ ଅହେତୁକ ଦରବୃଦ୍ଧି ପ୍ରତ୍ୟାହାର ଦାବିରେ ଆଜି ପୂର୍ବାହ୍ନ ୯ ଘଟିକା ଠାରୁ ୧୧ ଘଟିକା ପର୍ୟ୍ୟନ୍ତ ସ୍ଥାନୀୟ କଲେଜ ରୋଡ଼...







